Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ବିରାଟକାୟ ଅଜଗର ଉଦ୍ଧାର କଲା ବନବିଭାଗ ।

pragyansila bureau | 03 Sep 2025 | 3 min read | 14 views

ରାଜନଗର ( ପି.ଏନ. ଏସ ) : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ରଗଡାପାଟିଆ ଗାଁ ର କାଣ୍ଟୁ ମହିଁଷାଳ ବାଡ଼ିରୁ ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଅଜଗରଟିର ଲମ୍ବ ପ୍ରାୟ ଆଠ ଫୁଟ୍ ହୋଇଥିବା ଜଣାପଡିଛି । ବନବିଭାଗ ର ସାପ ଉଦ୍ଧାରକାରି ଟିମ୍ ସାପଟିକୁ ଉଦ୍ଧାର କରି ଭିତରକନିକା ଜଙ୍ଗଲରେ ଛାଡିଛନ୍ତି । କାଣ୍ଟୁ ମହିଁଷାଳ ବାଡ଼ିରେ ଅଜଗର ସାପ କୁ ଦେଖି ସାଧାରଣ ଲୋକେ ଭୟଭୀତ ହୋଇ ବନବିଭାଗ କୁ ଖବର ଦେଇଥିଲେ । ଖବର ପାଇ ବନବିଭାଗ ର ସାପ ଉଦ୍ଧାରକାରୀ ଟିମ୍ ପହଁଞ୍ଚି ସାପଟିକୁ ଉଦ୍ଧାର କରି ଭିତରକନିକା ଜାତୀୟ ଉଦ୍ୟାନ ଜଙ୍ଗଲ ମଧ୍ୟରେ ଛାଡିଥିବା ଜଣାପଡିଛି ।