Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ବିଜ୍ଞାନ ଶିକ୍ଷକ ଅନାଦି ଚରଣ ନାୟକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ।

pragyansila bureau | 03 Aug 2025 | 6 min read | 15 views

ନିମାପଡ଼ା ( ପି.ଏନ. ଏସ ) : ପୁରୀ ଜିଲ୍ଲା ନିମାପଡା ବ୍ଲକ ବାହାରଣା ପଞ୍ଚାୟତ ନୀଳମଣି ସ୍ମୃତି ବିଦ୍ୟାପୀଠ ବାହାରଣା ର ବିଜ୍ଞାନ ଶିକ୍ଷକ ଅନାଦି ଚରଣ ନାୟକଙ୍କ ଅବସର କାଳୀନ ସମର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି ।ଏହି ଉତ୍ସବରେ ଉକ୍ତ ଅନୁଷ୍ଠାନ ର ପ୍ରଧାନ ଶିକ୍ଷକ ପ୍ରମେଶ କୁମାର ରାଉତ ସଭାପତିତ୍ୱ କରିଥିବା ବେଳେ ଅବସରପ୍ରାପ୍ତ ଖେଳ ଶିକ୍ଷକ ମୁରଲୀଧର ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୁରୀ ଜିଲ୍ଲା ଅତିରିକ୍ତ ଶିକ୍ଷା ଅଧିକାରୀ ହିମାଂଶୁ ଭୂଷଣ ସମରଥ ,ମୁଖ୍ୟ ବକ୍ତା ଭାବେ ମଣ୍ଡଳ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ପାଢ଼ୀ ,ସମ୍ନାନିତ ଅତିଥି ଅତିରିକ୍ତ ଶିକ୍ଷା ଅଧିକାରୀ ନିମାପଡା ସୁଦର୍ଶନ ଭୋଇ , ନିମାପଡା ବ୍ଳକ ସାଂସଦ ପ୍ରତିନିଧି ପୂର୍ଣ୍ଣଚନ୍ଦ୍ର ଓଝା , ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦାମୋଦର ମିଶ୍ର ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଜ୍ଜବର ମୁଦୁଲି, ଓଡ଼ଗୁଆ କ୍ଲଷ୍ଟର ସିଆରସିସି କାଳନ୍ଦୀ ଜେନା , ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାହାରଣାର ପ୍ରଧାନ ଶିକ୍ଷକ ଅମୀୟ କୁମାର ମହାନ୍ତି , ପରିଚାଳନା କମିଟିର ସଭାପତି କୁଳ ଲଷ୍ମୀ ଭୂୟାଁ , ପୁରାତନ ଛାତ୍ର ସଂସଦ ର ସଭାପତି ଦିଲିପି କୁମାର ବାରିକ ଓ ଆଲୁମିୟମ କମିଟି ର ସଭାପତି ନିସିକାନ୍ତ ସ୍ଵାଇଁ ଯୋଗଦେଇ ଆନୁଷ୍ଠାନିକ ଭାବେ ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ଅନାଦି ଚରଣ ନାୟକ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଛାତ୍ର ଛାତ୍ରୀ କର୍ମଚାରୀ ସହିତ ବିଭିନ୍ନ ଗ୍ରାମର ଲୋକମାନେ ସହଯୋଗ କରିଥିଲେ ।