Latest News
ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯

ପିଆଇସିଟି ବର୍ଥରେ ଜାହାଜରେ ଚିଫ୍ ଇଞ୍ଜିନିଅରଙ୍କ ମୃତ୍ୟୁ ।

pragyansila bureau | 28 Oct 2025 | 3 min read | 2 views

ପାରାଦ୍ୱୀପ ( ପି.ଏନ. ଏସ ) : ପାରାଦ୍ଵୀପ ବନ୍ଦର ର ୫ ନମ୍ବର ଗେଟ ନିକଟରେ ଥିବା ପିଆଇସିଟି ବର୍ଥରେ ଅଘଟଣ। ଏମ ଭି ସାବରିମଲାଇ ଜାହାଜରେ ଥିବା ଚିଫ୍ ଇଞିନିୟରଙ୍କ ମୃତ୍ୟୁ ହୋଇଛି । ମୃତ ଇଞ୍ଜିନିୟର ଉତ୍ତରପ୍ରଦେଶ ଲକ୍ଷ୍ନୋ ର ରାମ ଦୁଲାର ଯାଦବ ବୋଲି ସୂଚନା ମିଳିଛି । ମୃତ ଚିଫ୍ ଇଞିନିୟର ଆଜି ସକାଳେ ଜାହାଜ ଉପରେ ଥିବାବେଳେ କୌଣସି କାରଣରୁ ଅସୁସ୍ଥ ହୋଇ ପଡିଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ ପାରାଦ୍ୱୀପ ପୋର୍ଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା ବେଳେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଜାହାଜଟି ହଳଦିଆ ପୋର୍ଟ ରୁ ପାରାଦୀପକୁ ଆସିଥିଲା ଓ ଏଠାରୁ ଭାଇଜାକ୍ ଯାଇଥାନ୍ତା ।