Latest News
ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯

ଇଣ୍ଡିଆନ ଅଏଲ୍ ପାରାଦ୍ଵୀପ ରିଫାଇନେରୀରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ।

Alok Kumar Mohapatra | 31 Oct 2025 | 3 min read | 4 views

ପାରାଦ୍ୱୀପ ( ପି.ଏନ. ଏସ ) : ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷକିୀକୁ ସ୍ମରଣ କରିବା ପାଇଁ, ଇଣ୍ଡିଆନ୍ଅଏଲ୍ ପାରାଦ୍ଵୀପ ରିଫାଇନେରୀ ପକ୍ଷରୁ ଅକ୍ଟୋବର ୩୧ ତାରିଖ ଗୁରୁବାର ଦିନ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହୋଇଯାଇଛି l ପାରାଦ୍ଵୀପ ରିଫାଇନେରୀ ର କାର୍ଯ୍ୟକାରୀ ନିର୍ଦ୍ଦେଶକ ତଥା ରିଫାଇନେରୀ ମୂଖ୍ୟ କୌଶିକ ବସୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଫୋଟଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ସମସ୍ତ ବରିଷ୍ଠ ଅଧିକାରୀ, ସିଆଇଏସଏଫ ଏବଂ ଡିଜିଆର ମାନଙ୍କୁ ରାଷ୍ଟ୍ରୀୟ ଏକତା ର ସପଥପାଠ କରାଇଥିଲେ l ଭାରତର ଲୌହ ପୁରୁଷ
ସର୍ଦ୍ଦାର ବଲ୍ଲଭଭାଇ ପଟେଲ, ଅଧୁନା ଭାରତୀୟ ରାଷ୍ଟ୍ର ଗଠନ ପାଇଁ ବିବିଧ ରାଜ୍ୟ ଗୁଡକିୁ ଏକତ୍ର
କରିବାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।