Latest News
ଲକ୍ ଥାନାରେ ଶିଶୁ ଅନୁକୂଳ ପୋଲିସ ଥାନା ଉଦଘାଟନ କଲେ କେନ୍ଦ୍ରାଞ୍ଚଳ ଆଇଜି ❯❯ ପାରାଦ୍ଵୀପ ଗଲ୍ଫ କ୍ଲବ ପକ୍ଷରୁ ପ୍ରେସିଡେଣ୍ଟ କପ୍ ଗଲ୍ଫ ଟୁର୍ଣ୍ଣାମେଣ୍ଟ -୨୦୨୬ ଆୟୋଜିତ । ❯❯ ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯

ପାରାଦ୍ଵୀପ ପୋର୍ଟ ଏସିଏସଟି ସଙ୍ଘ ପକ୍ଷରୁ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଳିତ ।

Alok Kumar Mohapatra | 17 Nov 2025 | 3 min read | 13 views

ପାରାଦ୍ୱୀପ ( ପି.ଏନ. ଏସ ) : ପାରାଦ୍ଵୀପ ପୋର୍ଟ ଏସସି/ଏସଟି ସଂଘ ପକ୍ଷରୁ ଭଗଵାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ଓ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି । ପାରାଦ୍ଵୀପ ପୋର୍ଟ ଏସସି/ଏସଟି ସଂଘର କାର୍ଯ୍ୟକାରି ସଭାପତି ତଥା ପୂର୍ବତନ ପାରାଦ୍ଵୀପ ବନ୍ଦର ଟ୍ରଷ୍ଟି ପରେଶ୍ ମୁର୍ମୁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜୟନ୍ତୀ ସମାରୋହରେ ସଙ୍ଘର ସଂପାଦକ ଧୂନଚନ୍ଦ୍ର ତରାଇ,ମହେଶ୍ବର ସୋରେନ, ପୁରୁଷୋତ୍ତମ ବେଶ୍ରା, ବିପ୍ଲବ କୁମାର ଜେନା,ସୁନ୍ଦର ମାରାଣ୍ଡି, ଭଞ୍ଜ ମାଝୀ, ଜଇରାମ ପୂର୍ତ୍ତି, ମାଣିକ ହାଇବୃ, ରାମ ଶୋରେନ୍,ପରେଶ ଡାକୁଆ ପ୍ରମୁଖ ଉପସ୍ଥିତ ରହି ସ୍ୱାଧୀନତା ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ସ୍ମୃତିଚାରଣ କରିଥିଲେ l