Latest News
ଜେଏସଡବ୍ଲୁର 'ସମର୍ଥ ଯୁବ ବିକାଶ କେନ୍ଦ୍ର' ରେ ମାଆ ମାନଙ୍କୁ ସମ୍ମାନ ❯❯ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପାରାଦୀପରେ ସପ୍ତାହବ୍ୟାପି ସାଂସ୍କୃତିକ ସମାବେଶ ❯❯ ମହିଳା କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ପାରାଦୀପରେ ବିଶ୍ୱ ମହିଳା ଦିବସ ପାଳିତ ❯❯ ପାରାଦ୍ୱୀପ ବନ୍ଦର ସାକ୍ଷରତା ସମିତି ପକ୍ଷରୁ ଆନ୍ତର୍ଯ୍ୟାତୀୟ ମହିଳା ଦିବସ ପାଳିତ ❯❯ ପାରାଦୀପ ବନ୍ଦରାଧ୍ୟକ୍ଷ ପି.ଏଲ.ହରନାଦ ଙ୍କ ଦ୍ୱାରା 'ସାଇ ନିର୍ମଳ ଝର' ପ୍ରକଳ୍ପ ଉଦଘାଟିତ ❯❯ ଯୁବକକୁ ମଞ୍ଚକୁ ଡାକି ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ଚିତ୍ର ନେଲେ କେନ୍ଦ୍ର ଗୃହମନ୍ତ୍ରୀ ❯❯ ପାରାଦ୍ୱୀପରେ ଲାଗିଲା ରୁଷ ର ତୈଳ ବୋଝେଇ ଜାହାଜ ❯❯ ପାରାଦୀପ ବିଜେଡି ତରଫରୁ ବିଜୁ ଜନ୍ମଜୟନ୍ତୀ ପାଳନ, ଗୋଟିଏ ମଞ୍ଚରେ ଏକାଠି ହେଲେ ସମ୍ବିତ ଓ ବସନ୍ତ ❯❯ ମାନସିକ ଭିନ୍ନକ୍ଷମ ଯୁବକକୁ ଉଦ୍ଧାର କରି କଣାସ ସେବା ସଂସ୍ଥାନ କୁ ନେଲେ ସ୍ନେହମୟୀ ❯❯ ପାରାଦୀପ ବନ୍ଦର ପକ୍ଷରୁ ଆନ୍ତର୍ଜାତୀୟ ସୁରକ୍ଷା ସପ୍ତାହ ପାଳିତ ❯❯

ସରକାରୀ ପଲିଟେକନିକ୍ ରେ ଅଷ୍ଟମ ବାର୍ଷିକୀ କ୍ରୀଡା ଉଦଯାପିତ ।

pragyansila bureau | 23 Jan 2026 | 4 min read | 63 views

ନାଉଗାଁ ( ପି.ଏନ. ଏସ ) : ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅନ୍ତର୍ଗତ କଣିପଡାରେ ଥିବା ପଲିଟେକନିକ୍ ରେ ଅଷ୍ଟମ ବାର୍ଷିକୀ କ୍ରୀଡା ଆଥଲେଟିକ୍ ଆସୋସିଏସନର ସଭାପତି ତଥା ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ରମେଶ ଚନ୍ଦ୍ର ସାହୁଙ୍କ ସଭାପତିତ୍ବରେ ଉଦଯାପିତ ହୋଇଯାଇଛି। ଏଥିରେ ମୁକ୍ଷ୍ୟ ଅତିଥି ଭାବେ ଡ଼ଃ ସର୍ବେଶ୍ଵର ପରିଡା, ସମ୍ନାନିୟ ଅତିଥି ଭାବେ ଅବସରପ୍ରାପ୍ତ ସନୈକ ଗୁନ ଦାସ ଯୋଗଦେଇ କ୍ରିଡ଼ାର ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମାନପତ୍ର ସହ ସିଲ୍ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନର ଉପସଭାପତି ଶ୍ରୀ ସମୀର ରଞ୍ଜନ ବେହେରା,ସହ ଉପସଭାପତି ଶ୍ରୀ ଜଗନ୍ନାଥ ପଟ୍ଟନାୟକ, ବରିଷ୍ଠ ଅଧ୍ୟାପକ ଓ ସମସ୍ତ କର୍ମଚାରୀ ସାହାଯ୍ୟ ସହଯୋଗ କରିଥିଲା ବେଳେ, ଅନୁଷ୍ଠିତ କ୍ରୀଡାରେ ଅନୁଷ୍ଠାନର ବହୁ ଛାତ୍ରଛାତ୍ରୀ ଭାଗ ନେଉଥିବା ଦେଖାଯାଇଛି ।
ରିପୋର୍ଟ- ବୈଷ୍ଣବ ରାଉଳ